ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କୁ ସମ୍ମାନସୂଚକ ଡି ଲିଟ୍‌ ଉପାଧି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପ୍ରମୋଦ କୁମାର ମିଶ୍ରଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ସମାରୋହରେ ସମ୍ମାନସୂଚକ ଡି.ଲିଟ୍‌ ଉପାଧିରେ ସମ୍ମାନିତ କରାଯାଇଛି। ବିଶ୍ୱବିଦ୍ୟାଳୟ ପରିସରରେ ଆଜି ଆୟୋଜିତ ଭବ୍ୟ ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡକ୍ଟର ମିଶ୍ରଙ୍କୁ ଡି. ଲିଟ୍‌ ଉପାଧିରେ ସମ୍ମାନିତ କରିଥିଲେ। ଏହି ଅବସରରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ।୧୯୭୨ ବ୍ୟାଚ୍‌ ଭାରତୀୟ … Continue reading ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କୁ ସମ୍ମାନସୂଚକ ଡି ଲିଟ୍‌ ଉପାଧି