ଫାରୁକ୍ ଅବଦୁଲ୍ଲାଙ୍କ ବିରୋଧରେ ନିର୍ବାଚନ କମିସନରେ ଅଭିଯୋଗ

ଶ୍ରୀନଗର : ଜାମ୍ମୁ କାଶ୍ମୀରରେ ନ୍ୟାସନାଲ କନଫରେନ୍ସ ସଭାପତି ଫାରୁକ୍ ଅବଦୁଲ୍ଲାଙ୍କ ବିରୋଧରେ ନିର୍ବାଚନ କମିସନରେ ଏକ ଅଭିଯୋଗ ଦାଖଲ କରାଯାଇଛି। ରାଜ୍ୟରେ ସରପଞ୍ଚ ହତ୍ୟା ମାମଲାରେ ପାକିସ୍ତାନରୁ ଅନ୍ତର୍ଜାତୀୟ ତଦନ୍ତ ଦାବି କରିଥିବାରୁ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି। କୁଲଗାମର ବାସିନ୍ଦା ସିରାଜ ଜମାନ କାଶ୍ମୀରର ଏନସି ସଭାପତି ଫାରୁକ୍ ଅବଦୁଲ୍ଲାଙ୍କ ବିରୋଧରେ ନିର୍ବାଚନ ଆୟୋଗରେ ଅଭିଯୋଗ କରିଛନ୍ତି। ଜମାନ ମଧ୍ୟ ବିଜେପିର … Continue reading ଫାରୁକ୍ ଅବଦୁଲ୍ଲାଙ୍କ ବିରୋଧରେ ନିର୍ବାଚନ କମିସନରେ ଅଭିଯୋଗ