କେନ୍ଦ୍ରାପଡ଼ାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର

କେନ୍ଦ୍ରାପଡା : ଆଜି କେନ୍ଦ୍ରାପଡାରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ରାପଡ଼ାରୁ ମୁଁ ଜଣକୁ ୧୦ ବର୍ଷ ସାଂସଦ କରିଥିଲି, ସେ କେବଳ ନିଜ ପାଇଁ ଓ ତାଙ୍କ କମ୍ପାନୀର ଲାଭ ପାଇଁ କାମ କଲେ। କେନ୍ଦ୍ରାପଡ଼ାବାସୀ ଓ ମୋ ସହିତ ବିଶ୍ୱାସଘାତକତା କଲେ। ବିରୋଧିଦଳ ନେତା ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ବିଭିନ୍ନ … Continue reading କେନ୍ଦ୍ରାପଡ଼ାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର