ହିଞ୍ଜିଳିରେ ଜିତିଲେ ନବୀନ : ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍

ଭୁବନେଶ୍ୱର: ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼। ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ କାହାଣୀ। ନବୀନ ପଟ୍ଟନାୟକଙ୍କ ରାଜନୈତିକ ଜୟଯାତ୍ରାରେ ଏବେ ଲାଗିଛି ବିରାମ, ପୂର୍ଣ୍ଣଛେଦ ପଡିଛି ଦେଶରେ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ବନିବାକୁ ଥିବା ରେକର୍ଡରେ। ରାଜନୀତିର ସାଗୁଆ ଦୁର୍ଗ ଓଡିଶା ଏବେ … Continue reading ହିଞ୍ଜିଳିରେ ଜିତିଲେ ନବୀନ : ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍