ଭୁବନେଶ୍ୱରରେ ପୁଣି ଅପରାଜିତାଙ୍କ ୪୦ ହଜାର ଭୋଟ୍‌ ବ୍ୟବଧାନରେ ବିଜୟୀ

ଭୁବନେଶ୍ୱର: ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ୱରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି।ପ୍ରାରମ୍ଭିକ ଟ୍ରେଣ୍ଡିଂରେ ପଛରେ ପଡ଼ିଥିଲେ ସୁଦ୍ଧା ପରେ ଜବରଦସ୍ତ କମବ୍ୟାକ କରିଥିଲେ ଅପରାଜିତା ଷଡ଼ଙ୍ଗୀ। ଏଥର ଭୁବନେଶ୍ୱରରେ ତାଙ୍କୁ ୪ ଲକ୍ଷ ୯୯ ହଜାର ୨୪୫ ଭୋଟ ମିଳିଛି। ତାଙ୍କ ପଛରେ … Continue reading ଭୁବନେଶ୍ୱରରେ ପୁଣି ଅପରାଜିତାଙ୍କ ୪୦ ହଜାର ଭୋଟ୍‌ ବ୍ୟବଧାନରେ ବିଜୟୀ