ଅନ୍ତିମ ସଂସ୍କାରରେ ଯୋଗଦେବା ପୂର୍ବରୁ ଶବ ପାଲଟିଗଲେ : ଟ୍ରକ ଧକ୍କାରେ ବ୍ୟବସାୟୀଙ୍କ ମୃତ୍ୟୁ

ରାଉରକେଲା: ରାଉରକେଲା ଦେଇ ବୀରମିତ୍ରପୁର ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ‌ହେଲେ ବୀରମିତ୍ରପୁରର ମିତ୍ତଲ ବିସ୍କୁଟ କମ୍ପାନିର ମାଲିକ ଦିନନାଥ ମିତ୍ତଲ ବୋଲି ଜଣାପଡ଼ିଛି।ସୂଚନା ଅନୁସାରେ ଦିନନାଥ ମଙ୍ଗଳବାର ପୂର୍ବାହ୍ନରେ ତାଙ୍କ କାର ଯୋଗେ ବେଦବ୍ୟାସ ଆସୁଥିଲେ। ସେଠାରେ ଜଣେ ପରିଚିତଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ସେ ଆସୁଥିଲେ। ମାତ୍ର … Continue reading ଅନ୍ତିମ ସଂସ୍କାରରେ ଯୋଗଦେବା ପୂର୍ବରୁ ଶବ ପାଲଟିଗଲେ : ଟ୍ରକ ଧକ୍କାରେ ବ୍ୟବସାୟୀଙ୍କ ମୃତ୍ୟୁ