ନୂଆ ମୁଖ୍ୟମନ୍ତ୍ରୀଙ୍କୁ ବଦ୍‌ନାମ କରିବାକୁ ଫେକ୍‌ ଆଇଡି

ଭୁବନେଶ୍ୱର: ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍‌ ଆଇଡି ଖୋଲା ହୋଇଛି। ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ହେବାର ୨୪ ଘଣ୍ଟା ନପୁରୁଣୁ ତାଙ୍କ ନାମରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ଫେକ୍‌ ଆକାଉଣ୍ଟ ଖୋଲାଯାଇ ତାଙ୍କୁ ବଦ୍‌ନାମ କରିବାକୁ ଉଦ୍ୟମ କରାଯାଇଛି। ସେହି ‌ଫେକ୍‌ ଆକାଉଣ୍ଟରେ ଫେକ୍‌ ନ୍ୟୁଜ୍‌ ପୋଷ୍ଟ ହେଉଛି, ଯାହାକି ଅନେକଗୁଡ଼ିଏ ଡିଜିଟାଲ ଓ ଟେଲିଭିଜନରେ ପ୍ରକାଶ ପାଇଛି। ଏଘଟଣା ସଂର୍ପରେ ସରକାର … Continue reading ନୂଆ ମୁଖ୍ୟମନ୍ତ୍ରୀଙ୍କୁ ବଦ୍‌ନାମ କରିବାକୁ ଫେକ୍‌ ଆଇଡି