ଆଗାମୀ ୫ବର୍ଷରେ ୫୦ ବର୍ଷର ବିକାଶ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆକ୍ସନ ମୋଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ୫ବର୍ଷରେ ୫୦ ବର୍ଷର ବିକାଶ ହେବ। ଦୀର୍ଘ ୨୪ବର୍ଷ ପରେ ଶାସନର ପରିବର୍ତ୍ତନ ହୋଇଛି। ଯେଉଁଭଳି ଭାବରେ ଓଡ଼ିଶାର ବିକାଶ ହେବା କଥା ଲୋକଙ୍କ ପାଖରେ ସେବା ପହଞ୍ଚିବା କଥା ଲୋକମାନଙ୍କୁ ସାମାଜିକ ନ୍ୟାୟ ମିଳିବା କଥା ମିଳିପାରିଲା ନାହିଁ। ବିଗତ ଦିନରେ ଲୋକମାନେ ବହୁତ କଷ୍ଟ ପାଇଥିଲେ। ଏଥିସହ ଏହି ଲମ୍ବା ସମୟ ମଧ୍ୟରେ ଲୋକମାନେ … Continue reading ଆଗାମୀ ୫ବର୍ଷରେ ୫୦ ବର୍ଷର ବିକାଶ ହେବ: ମୁଖ୍ୟମନ୍ତ୍ରୀ