ଆଜିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ କରିବେ କାଳିଆକୁ

୯୬ ଘଣ୍ଟାର କୋଭିଡ୍‌ ରିପୋର୍ଟ ବାଧ୍ୟତାମୂଳକ ପୁରୀ : ଶେଷରେ ବାହାର ଭକ୍ତଙ୍କୁ ମିଳିବ ମହାପ୍ରଭୁଙ୍କ ଦର୍ଶନ। ଦୀର୍ଘ ୯ ମାସ ପରେ ଆସନ୍ତାକାଲିଠାରୁ ପୁରୀ ଜିଲ୍ଲା ସହ ରାଜ୍ୟ ତଥା ରାଜ୍ୟ ବାହାରର ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବେ। ଏଥିପାଇଁ ପ୍ରସ୍ତୁତିପର୍ବ ଶେଷ ହୋଇଛି। ପୁରୀ ସହରବାସୀଙ୍କ ପରୀକ୍ଷାମୂଳକ ଦର୍ଶନ ଶେଷ ପରେ ସମାନ ବ୍ୟବସ୍ଥାରେ ବାହାର ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା କରାଯାଇଛି। ଦର୍ଶନ ପାଇଁ ଭକ୍ତଙ୍କୁ ୯୬ … Continue reading ଆଜିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ କରିବେ କାଳିଆକୁ