ଆଜି ରାଜ୍ୟରେ ପୁଣି ୧୧୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୧୧୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରୁ ୬୮ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୪୬ଜଣ ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଜି ଅନୁଗୁଳରୁ ୮ଜଣ, ବାଲେଶ୍ବରରୁ ୭ଜଣ, ବରଗଡ଼ରୁ ୧୧ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧରୁ ଜଣେ, କଟକରୁ ୭ଜଣ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ … Continue reading ଆଜି ରାଜ୍ୟରେ ପୁଣି ୧୧୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ