ପୁଲିସ ହାତରେ ଝରାଫୁଲଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ : ନିଶାଜନିତ ବିଷକ୍ରିୟା ଯୋଗୁଁ ହୃଦ୍‌ଘାତରେ ମୃତ୍ୟୁ

ବିଳମ୍ବିତ ରାତିରେ ଗେଷ୍ଟହାଉସ୍‌ରେ ଯାଇଛି ଜୀବନ ଭୁବନେଶ୍ବର/ ଯାଜପୁରଟାଉନ୍ : ବହୁଚର୍ଚ୍ଚିତ ରମାଦେବୀ ବିଶ୍ବବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ ମୃତ୍ୟୁ ଘଟଣାରେ ତଦନ୍ତକାରୀ ପୁଲିସ ହାତରେ ଲାଗିଛି ଶବ ବ୍ୟବଚ୍ଛେଦ ରିପୋର୍ଟ। ମୃତ୍ୟୁର କାରଣ ନେଇ ମିଳିଛି ଚାଞ୍ଚଲ୍ୟକର ତଥ୍ୟ। ତେବେ ପୁଲିସ ଏ ସମ୍ପର୍କରେ ମୁହଁ ଖୋଲିନାହିଁ। ଅତି ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବିଳମ୍ବିତ ରାତିରେ ହିଁ ଝରାଫୁଲଙ୍କ ମୃତ୍ୟୁ ହୋଇଛି। ଅର୍ଥାତ୍ ଗେଷ୍ଟହାଉସ୍‌ରେ ହିଁ … Continue reading ପୁଲିସ ହାତରେ ଝରାଫୁଲଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ : ନିଶାଜନିତ ବିଷକ୍ରିୟା ଯୋଗୁଁ ହୃଦ୍‌ଘାତରେ ମୃତ୍ୟୁ