୩ରୁ ଜଳିବ ପୁରୀ ବାଇପାସ୍‌ ଷ୍ଟ୍ରିଟଲାଇଟ୍‌: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପର୍ଯ୍ୟଟନ ବିଭାଗ ଅର୍ଥରେ ହେଲା ଆଲୋକୀକରଣ ଭୁବନେଶ୍ବର: ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିବ। ପୁରୀ ବାଇପାସ୍‌ରେ ଷ୍ଟ୍ରିଟ୍‌ ଲାଇଟ୍ ଜଳିବ। ହାଇଟେକ୍‌ ଛକରୁ ଦୟା ବ୍ରିଜ୍‌ ପର୍ଯ୍ୟନ୍ତ ଏହି ୧୨କିମିର ରାସ୍ତାରୁ ଅନ୍ଧକାର ହଟିବ। ବିଏମ୍‌ସି ପକ୍ଷରୁ ପୁରୀ ବାଇପାସ୍‌ର ଆଲୋକୀକରଣ କାମ ହୋଇଥିବା ବେଳେ ଆସନ୍ତା ୩ ତାରିଖରେ (ବୁଧବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଉଦ୍‌ଘାଟନ କରିବେ। ଏଥିପାଇଁ ଆଜି ବିଏମ୍‌ସି କମିସନର ପ୍ରେମଚନ୍ଦ୍ର … Continue reading ୩ରୁ ଜଳିବ ପୁରୀ ବାଇପାସ୍‌ ଷ୍ଟ୍ରିଟଲାଇଟ୍‌: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ