ଠକେଇ ଅଭିଯୁକ୍ତକୁ ଘଣ୍ଟ ଘୋଡ଼ାଉଛି ଆଇନର ଫାଙ୍କ: ପ୍ରଦୀପଙ୍କ ବିରୋଧରେ ତଦନ୍ତ କରିପାରିବନି ଭିଜିଲାନ୍ସ-ହାଇକୋର୍ଟ

ଅଦାଲତରେ ରଦ୍ଦ ହେଲା ଲୋକାୟୁକ୍ତଙ୍କ ନିର୍ଦ୍ଦେଶ କଟକ: ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାରେ ତଦନ୍ତ କରିପାରିବ ନାହିଁ ଭିଜିଲାନ୍ସ। ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ ହୋଇଯାଇଛି। ଦୀର୍ଘ ସମୟ ଶୁଣାଣି କରି ଏକଥା ସ୍ପଷ୍ଟ କରିଛନ୍ତି ହାଇକୋର୍ଟ। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଲୋକାୟୁକ୍ତରେ ଥିବା ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ଖାରଜ କଲେ ହାଇକୋର୍ଟ। ମାମଲାର ଆବେଦନକାରୀ ଖୋଦ୍ ଭିଜିଲାନ୍ସ ହୋଇଥିବାରୁ ଏହାକୁ ଖାରଜ କରିଛନ୍ତି ଅଦାଲତ। କୋର୍ଟଙ୍କ … Continue reading ଠକେଇ ଅଭିଯୁକ୍ତକୁ ଘଣ୍ଟ ଘୋଡ଼ାଉଛି ଆଇନର ଫାଙ୍କ: ପ୍ରଦୀପଙ୍କ ବିରୋଧରେ ତଦନ୍ତ କରିପାରିବନି ଭିଜିଲାନ୍ସ-ହାଇକୋର୍ଟ