ଦିବ୍ୟାଙ୍ଗ ଯୁବତୀଙ୍କୁ ଯୌନ ନିର୍ଯାତନା ଘଟଣା: ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରା ଏୟାରପୋର୍ଟ ଥାନାରେ ଅଟକ

ଭୁବନେଶ୍ବର: ରାଜଧାନୀରେ ଦିବ୍ୟାଙ୍ଗ ଯୁବତୀଙ୍କୁ ଯୌନ ନିର୍ଯାତନା ଘଟଣାର ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରା ଏୟାରପୋର୍ଟ ଥାନାରେ ଅଟକ ଥିବାର ଖବର ମିଳିଛି। ଏୟାରପୋର୍ଟ ଥାନା ପୁଲିସ୍ ସୁରେଶ ବେହେରାଙ୍କୁ ପଚରାଉଚୁରା କରୁଛି। ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରାଙ୍କୁ ଧରିବା ପାଇଁ ଦୁଇଟି ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଥିଲା। ଅଭିଯୋଗ ମୁତାବକ, ଭିନ୍ନକ୍ଷମମାନଙ୍କୁ ତାଲିମ୍ ଦେଇ ଆତ୍ମନିର୍ଭରଶୀଳ କରିବା ପାଇଁ ପଳାସପଲ୍ଲୀଠାରେ ନିଖିଳ ଉତ୍କଳ ଶାରିରୀକ ଭିନ୍ନକ୍ଷମ … Continue reading ଦିବ୍ୟାଙ୍ଗ ଯୁବତୀଙ୍କୁ ଯୌନ ନିର୍ଯାତନା ଘଟଣା: ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରା ଏୟାରପୋର୍ଟ ଥାନାରେ ଅଟକ