ଦେଶ ବିରୋଧୀ ଷଡ଼ଯନ୍ତ୍ରକାରୀଙ୍କୁ ଉଚିତ ଜବାବ ଦିଆଯିବ: ମୋଦୀ

କୋଲକାତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି। ମୋଦୀ ଆଜି ହଳଦିଆରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ମୋଦୀ ତାଙ୍କ ଭାଷଣରେ ପ୍ରଥମରେ କହିଥିଲେ ଯେ ଉତ୍ତରାଖଣ୍ଡରେ ହୋଇଥିବା ହିମସ୍ଖଳନ ସ୍ଥିତି ଉପରେ ନଜର ରଖିଛନ୍ତି। ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା କରିଛନ୍ତି। ମୋଦୀ ତାଙ୍କ ଅଭିଭାଷଣରେ ଚଳିତ ବଜେଟରେ ପଶ୍ଚିମବଙ୍ଗକୁ ଦିଆଯାଇଥିବା ଅନୁଦାନ ଓ ଯୋଜନା … Continue reading ଦେଶ ବିରୋଧୀ ଷଡ଼ଯନ୍ତ୍ରକାରୀଙ୍କୁ ଉଚିତ ଜବାବ ଦିଆଯିବ: ମୋଦୀ