ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ। ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ବସିବାକୁ ଥିବା ଏହି ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ବଜେଟକୁ ମୋହର ମିଳିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଭିନ୍ନ କ୍ଷେତ୍ର ଲାଗି ୨୫ଟି ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି। ସୂଚନା ଥାଉ କି, ଆସନ୍ତା ୧୮ରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ। ଅଧିବେଶନର ପ୍ରଥମ ଦିନରେ … Continue reading ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ