ରାଜ୍ୟରେ ପୁଣି ୫୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୨୮୦ … Continue reading ରାଜ୍ୟରେ ପୁଣି ୫୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ