ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ଡାକ୍ତରଖାନାରେ ଭର୍ତ୍ତି

ଭାଷଣ ଦେବାବେଳେ ମଞ୍ଚରେ ଖସିପଡ଼ିଲେ ଭରୋଦରା : ଆଜି ଗୁଜୁରାଟର ଭରୋଦରାଠାରେ ଅନୁଷ୍ଠିତ ହେଉଥିବା ଏକ ନିର୍ବାଚନୀ ସଭାରେ ଭାଷଣ ଦେବାବେଳେ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ହଠାତ ଖସିପଡ଼ିଥିଲେ। ଅସୁସ୍ଥତା କାରଣରୁ ସେ ଖସିପଡ଼ିଥିବା କୁହାଯାଉଛି। ମୁଖ୍ୟମନ୍ତ୍ରୀ ଖସିପଡ଼ିବା ବେଳେ ତାଙ୍କ ସୁରକ୍ଷା କର୍ମୀମାନେ ତାଙ୍କୁ ତୁରନ୍ତ ଧରପକାଇଥିଲେ। ମଞ୍ଚରେ ଡାକ୍ତରୀ ଦଳ ତାଙ୍କୁ ପ୍ରାଥମିକ ଚିକିତ୍ସା କରିବା ପରେ ସେ ସାମାନ୍ୟ ସୁସ୍ଥ ହୋଇଥିଲେ। ତେବେ ଏହାପରେ ତାଙ୍କୁ … Continue reading ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ଡାକ୍ତରଖାନାରେ ଭର୍ତ୍ତି