ପାଣିପାଗରେ ପରିବର୍ତ୍ତନ : ୧୭ ଓ ୧୮ରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଉ ଦିନକ ପରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ। ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପାଗ ଶୁଖିଲା ରହିବ। ଏହାପରେ ଅର୍ଥାତ ୧୭ … Continue reading ପାଣିପାଗରେ ପରିବର୍ତ୍ତନ : ୧୭ ଓ ୧୮ରେ ରାଜ୍ୟରେ ବର୍ଷା ସମ୍ଭାବନା