ପୁରୀରେ ଶ୍ରୀଜୀଉଙ୍କ ଦର୍ଶନ କଲେ ବଲିଉଡ ଅଭିନେତ୍ରୀ କଙ୍ଗନା

ପୁରୀ: ବଲିଉଡର ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାନାୱତ ଆଜି ପବିତ୍ର ମାଘସପ୍ତମୀ ଅବସରରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଓଡ଼ିଶା ଗସ୍ତରେ ଆସିଥିବା କଙ୍ଗନା ରାନାୱତ ଆଜି ସକାଳୁ ସକାଳୁ ଭୁବନେଶ୍ୱରରୁ ଯାଇ ପୁରୀରେ ପହଞ୍ଚିଥିଲେ। ଏଠାରେ ସେ ଶ୍ରୀଜୀଉଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ସିଂହଦ୍ୱାର ସମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ … Continue reading ପୁରୀରେ ଶ୍ରୀଜୀଉଙ୍କ ଦର୍ଶନ କଲେ ବଲିଉଡ ଅଭିନେତ୍ରୀ କଙ୍ଗନା