ଅଞ୍ଜନା ଗଣଦୁଷ୍କର୍ମର ମୁଖ୍ୟ ଅଭିଯୁକ୍ତ ବିବନ ଗିରଫ : ଅପରେସନ୍ ସାଇଲେଣ୍ଟ ଭାଇପରକୁ ସଫଳତା

କଟକ: ୧୯୯୯ ମସିହାରେ ଘଟିଥିବା ବହୁଚର୍ଚ୍ଚିତ ଅଞ୍ଜନା ଗଣଦୁ‌ର୍ଷ୍କମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳକୁ ଗିରଫ କରିଛି କମିସନରେଟ ପୁଲିସ। ଘଟଣାରେ ସମ୍ପୃକ୍ତ ଥିବା ତିନି ଅଭିଯୁକ୍ତଙ୍କ ମଧ୍ୟରୁ ପୂର୍ବରୁ ଦୁଇ ଜଣଙ୍କୁ ପୁଲିସ ଗିରଫ କରିଥିବାବେଳେ ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମା‌ଇଣ୍ତ କୁହାଯାଉଥିବା ବିବନ ବିଶ୍ବାଳଙ୍କୁ ମୁମ୍ବାଇରୁ କମିସନରେଟ ପୁଲିସ ଗିରଫ କରିଥିବା ପୁଲିସ କମିସନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ୧୯୯୯ … Continue reading ଅଞ୍ଜନା ଗଣଦୁଷ୍କର୍ମର ମୁଖ୍ୟ ଅଭିଯୁକ୍ତ ବିବନ ଗିରଫ : ଅପରେସନ୍ ସାଇଲେଣ୍ଟ ଭାଇପରକୁ ସଫଳତା