ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ କଲେ ହାଇକୋର୍ଟ

କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଉଚ୍ଚ ନ୍ୟାୟାଳୟରୁ ମିଳିଛି ସାମୟିକ ଆଶ୍ବସ୍ତି। ଚାକିରି ଆଶାୟୀଙ୍କ ନିକଟରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଟଙ୍କା ସଂଗ୍ରହ କରିଥିବା ଅଭିଯୋଗରେ ଜେଲ୍‌ରେ ଥିବା ବେଳେ ଆଜି ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ କରିଛନ୍ତି। କ୍ରାଇମ୍‌ବ୍ରାଞ୍ଚ୍‌ ପକ୍ଷରୁ ହୋଇଥିବା ମାମଲାରେ ପ୍ରଦୀପଙ୍କୁ ଜାମିନ୍‌ ପ୍ରଦାନ କରାଯାଇଛି। ୨୪ ଲକ୍ଷ ଟଙ୍କାର କ୍ୟାସ ସିକ୍ୟୁରିଟି ଓ ୫ ଲକ୍ଷ ଟଙ୍କା ଲେଖାଏଁ ଦୁଇ … Continue reading ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ କଲେ ହାଇକୋର୍ଟ