ବିଏମସି କମିସନର ନେଲେ କରୋନା ଟିକା

ଭୁବନେଶ୍ବର: ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ କ୍ୟାପିଟାଲ ହସ୍ପିଟାଲରେ କରୋନା ଟିକା ଗ୍ରହଣ କରିଛନ୍ତି। ଟିକା ନେବା ପରେ କୌଣସି ପାର୍ଶ୍ବ ପ୍ରତିକ୍ରିୟା ଦେଖା ଯାଉଛି କି ନାହିଁ, ତାହା ଜାଣିବା ପାଇଁ ହସ୍ପିଟାଲରେ ଅଧଘଣ୍ଟା ଅବଜରଭେସନରେ ରହିଛନ୍ତି। ଏହା ପୂର୍ବରୁ ଅନ୍ୟ ପ୍ରଶାସନିକ ଅଧିକାରୀ ମଧ୍ୟ ଟିକା ଗ୍ରହଣ କରିଥିଲେ। ସେପଟେ, ପହିଲାରୁ ବୟସ୍କ ଓ ଅନ୍ୟାନ୍ୟ ଜଟିଳ ଶାରୀରିକ ସମସ୍ୟା ଥିବା ଲୋକଙ୍କୁ ଟିକା ଦେବାକୁ କେନ୍ଦ୍ର … Continue reading ବିଏମସି କମିସନର ନେଲେ କରୋନା ଟିକା