ଭିସୁଟରେ ୨୯ ଛାତ୍ରଙ୍କୁ କରୋନା: ୧୧ଟି ହଷ୍ଟେଲରେ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା

ସମ୍ବଲପୁର: କରୋନା ସଂକ୍ରମଣ ବ୍ୟାପିବା ଦୃଷ୍ଟିରୁ ସମ୍ବଲପୁର ଜିଲ୍ଲାପାଳ ଶୁଭମ୍ ସକ୍ସେନା ଶନିବାର ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟ (ଭିସୁଟ୍)ର ୧୧ ଛାତ୍ରାବାସ/ଛାତ୍ରୀନିବାସକୁ କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା କରିଛନ୍ତି। ପୁଲହ, ପୁଲସ୍ତ୍ୟ, ଅତ୍ରି, କ୍ରତୁ, ବଶିଷ୍ଠ, ମରିଚ, ଅନୁରାଧା, ଅରୁନ୍ଧତୀ, ରୋହିଣୀ, ବିଶାଖା ଓ ବସୁନ୍ଧରା ଏହି ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନରେ ରହିଛି। ସେହିପରି ପୁଲହ ଛାତ୍ରାବାସ ଆଖପାଖ ଅଞ୍ଚଳକୁ ବଫରଜୋନ୍ କରାଯାଇଛି। ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ … Continue reading ଭିସୁଟରେ ୨୯ ଛାତ୍ରଙ୍କୁ କରୋନା: ୧୧ଟି ହଷ୍ଟେଲରେ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା