ପ୍ରଥମ ଡୋଜ୍‌ କୋଭିଡ୍‌-୧୯ ଟିକା ନେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀସ୍ଥିତ ‘ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ’ରେ (ଏମ୍‌ସ୍‌) କୋଭିଡ୍‌-୧୯ ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଏ ସଂକ୍ରାନ୍ତରେ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ‘ଏମ୍‌ସ୍‌’ରେ କୋଭିଡ୍‌-୧୯ ଟିକାର ପ୍ରଥମ ଡୋଜ୍‌ ନେଲି। କୋଭିଡ୍‌-୧୯ ବିରୋଧରେ ବୈଶ୍ୱିକ ସଂଗ୍ରାମକୁ ସୁଦୃଢ଼ କରିବାରେ ଆମ ଡାକ୍ତର ଓ ବୈଜ୍ଞାନିକମାନେ ଯେଭଳି ଦ୍ରୁତ ବେଗରେ କାର୍ଯ୍ୟ କଲେ ତାହା ଉଲ୍ଲେଖନୀୟ। ଯୋଗ୍ୟ ବିବେଚିତମାନଙ୍କୁ ଟିକା ନେବା ଲାଗି … Continue reading ପ୍ରଥମ ଡୋଜ୍‌ କୋଭିଡ୍‌-୧୯ ଟିକା ନେଲେ ପ୍ରଧାନମନ୍ତ୍ରୀ ମୋଦୀ