ଢେଙ୍କାନାଳରେ ହାତୀ ଆତଙ୍କ:ବନବିଭାଗର କାର୍ଯ୍ୟ ଶୂନ

ଢେଙ୍କାନାଳ: ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ କାଉଁରିଆପାଳ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସତ୍ୟବତୀ ସ୍ୱାଇଁ। ଆଜି ସକାଳୁ ସତ୍ୟବତୀ ଶୌଚ ପାଇଁ ବାହାରକୁ ଯାଇଥିବା ବେଳେ ଏକ ହାତୀ ହାବୁଡ଼ରେ ପଡ଼ିଥିଲେ। ହାତୀଟି ପାଦରେ ଦଳି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏକ ହାତୀ ଆଖପାଖ ଅଞ୍ଚଳରେ ବୁଲୁଛି। ତା’ ଶରୀରର ପଛ ପାଖରେ କ୍ଷତ ଚିହ୍ନ ରହିଛି। ରେଳଧାରଣା ଅତିକ୍ରମ … Continue reading ଢେଙ୍କାନାଳରେ ହାତୀ ଆତଙ୍କ:ବନବିଭାଗର କାର୍ଯ୍ୟ ଶୂନ