ବିଜୁ ଜୟନ୍ତୀରେ ହେବ ବିଶାଳ ସାଇକେଲ‌ ରାଲି

କଟକ: ଆସନ୍ତା ୫ ତାରିଖରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ କଟକସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନଠାରୁ ଭୁବନେଶ୍ବରସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ‌ ଯାତ୍ରାର ଆୟୋଜନ କରାଯାଉଛି। ଏହି ଶୋଭାଯାତ୍ରାରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସାମିଲ୍‌ ହେବେ। ଏହି ସାଇକେଲ‌ … Continue reading ବିଜୁ ଜୟନ୍ତୀରେ ହେବ ବିଶାଳ ସାଇକେଲ‌ ରାଲି