କେନ୍ଦ୍ରାପଡ଼ାରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ଆର୍ସେଲର ମିତ୍ତଲ: ନିବେଶ କରିବ ୫୦ ହଜାର କୋଟି

ଭୁବନେଶ୍ବର : କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ଏକ ଖୁସି ଖବର। ପ୍ରତିଷ୍ଠା ହେବ ଏକ ଷ୍ଟିଲ ପ୍ଲାଣ୍ଟ। ବିଶ୍ବର ବୃହତ୍ତମ ଷ୍ଟିଲ କମ୍ପାନି ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ ଓଡ଼ିଶା ସରକାରଙ୍କ ସହ ଏମଓୟୁ କରିଛି। ଏହି ଷ୍ଟିଲ ପ୍ଲାଣ୍ଟର କ୍ଷମତା ବାର୍ଷିକ ୧୨ ନିୟୁତ ଟନ ବିଶିଷ୍ଟ ହେବ ଓ ଏହି ପ୍ରକଳ୍ପରେ କମ୍ପାନି ପ୍ରାୟ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରିବ। ଆଜି ଲୋକସଭା ଭବନର ସମ୍ମିଳନୀ … Continue reading କେନ୍ଦ୍ରାପଡ଼ାରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ଆର୍ସେଲର ମିତ୍ତଲ: ନିବେଶ କରିବ ୫୦ ହଜାର କୋଟି