୪ ବର୍ଷର ନାବାଳିକାକୁ ଦୁଷ୍କର୍ମ କଲା ୧୪ ବର୍ଷର ବାଳକ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ମହାକାଳପଡା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଗତ ୨୦ତାରିଖରେ ନାବାଳିକା ଜଣକ ପାଖ ଗାଁକୁ ହନୁମାନ ଯଜ୍ଞ ଦେଖିବାକୁ ଯାଇଥିଲେ। ସେ ସମୟରେ ତାଙ୍କୁ ଏକୁଟିଆ ପାଇ ୧୪ ବର୍ଷୀୟ ନାବାଳକ ନିଛାଟିଆ ସ୍ଥାନରେ ଦୁଷ୍କର୍ମ କରିଥିଲା। ନାବାଳିକାକୁ ପରିବାର ଲୋକେ ଉଦ୍ଧାର କରି ବେସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। … Continue reading ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ କଲା ୧୪ ବର୍ଷର ବାଳକ