କେନ୍ଦ୍ରମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ:ଦୁଷ୍କର୍ମ ମାମଲା ରୋକା ଯାଇ ପାରିବ ନାହିଁ

ନୂଆଦିଲ୍ଲୀ: ଆଜି ଏକ ବିବାଦୀୟ ମନ୍ତବ୍ୟ ଦେଇ କେନ୍ଦ୍ରମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ଵାର୍‌ କହିଛନ୍ତି ଯେ ଭାରତ ଭଳି ବଡ଼ ଦେଶରେ ଗୋଟିଏ ବା ଦୁଇଟି ଦୁଷ୍କର୍ମ ମାମଲାକୁ ପ୍ରଘଟ କରିବା ଅନୁଚିତ। ସେ କହିଛନ୍ତି: ଏ ଭଳି ଘଟଣା ଦୁଃଖଦାୟକ। ସେ ଯାହାହେଉ, ବେଳେ ବେଳେ ସେ ସବୁକୁ ରୋକି ହୁଏ ନାହିଁ। ସରକାର ସବୁଆଡ଼େ ଜାଗ୍ରତ, ତଦନ୍ତ ଚାଲିଛି। ଭାରତ ଭଳି ଏ ବଡ଼ ରାଷ୍ଟ୍ରରେ ଗୋଟିଏ ବା … Continue reading କେନ୍ଦ୍ରମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ:ଦୁଷ୍କର୍ମ ମାମଲା ରୋକା ଯାଇ ପାରିବ ନାହିଁ