ନାବାଳିକା ବଳାତ୍କାରୀଙ୍କ ପାଇଁ ମୃତ୍ୟୁଦଣ୍ଡକୁ ମୋହର ମାରିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ୧୨ ବର୍ଷରୁ କମ୍‌ ବୟସର ନାବାଳିକାଙ୍କ ଦୁଷ୍କର୍ମ ପାଇଁ ମୃତ୍ୟୁ ଦଣ୍ଡାଦେଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଅଧ୍ୟାଦେଶ ଉପରେ ଲାଗିଛି ରାଷ୍ଟ୍ରପତିଙ୍କ ମୋହର। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଏହି ଅଧ୍ୟାଦେଶକୁ ଅନୁମୋଦନ କରିଛନ୍ତି । ଗତକାଲି କେନ୍ଦ୍ର କ୍ୟାବିନେଟ POSCO ବା ପ୍ରୋଟେକ୍ସନ୍ ଅଫ୍ ଚିଲଡ୍ରେନ୍ସ ଫ୍ରମ୍ ସେକ୍ସୁଆଲ୍ ଅଫେନ୍ସ ଆଇନରେ ପରିବର୍ତ୍ତନ ସମ୍ପର୍କିତ ଅଧ୍ୟାଦେଶକୁ ମଞ୍ଜୁର କରିଥିଲା । ଏହା ପରେ … Continue reading ନାବାଳିକା ବଳାତ୍କାରୀଙ୍କ ପାଇଁ ମୃତ୍ୟୁଦଣ୍ଡକୁ ମୋହର ମାରିଲେ ରାଷ୍ଟ୍ରପତି