କୋଭିଡ୍‌-୧୯ ଟିକାର ପ୍ରଥମ ଡୋଜ୍‌ ନେଲେ ରତନ ଟାଟା

ନୂଆଦିଲ୍ଲୀ: ଆଜି କୋଭିଡ୍‌-୧୯ ଟିକାର ପ୍ରଥମ ଡୋଜ୍‌ ନେବା ପରେ ଟାଟା କମ୍ପାନିର ଅଧ୍ୟକ୍ଷ ରତନ ଟାଟା କହିଲେ, ଟିକା ନେବା ଅତି ସହଜ ତଥା ଯନ୍ତ୍ରଣାହୀନ। ଅବିଳମ୍ବେ ସମସ୍ତେ ଏହି ଟିକା ନେଇ ସୁରକ୍ଷିତ ରହି ପାରିବେ ବୋଲି ରତନ ଟାଟା ଆଶା ପ୍ରକାଶ କରିଛନ୍ତି। ଟିକା ନେଇଥିବା କଥା ତାଙ୍କ ଅଫିସିୟାଲ୍‌ ଟୁଇଟର୍‌ରେ ଘୋଷଣା କରି ସେ ଲେଖିଛନ୍ତି, ଆଜି ଟିକାକରଣର ପ୍ରଥମ ଡୋଜ୍‌ ନେଇ ଧନ୍ୟ … Continue reading କୋଭିଡ୍‌-୧୯ ଟିକାର ପ୍ରଥମ ଡୋଜ୍‌ ନେଲେ ରତନ ଟାଟା