କରୋନା ବିପଦ ଟଳିନି: ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର : ‘‘ରୋଗ କ୍ଷେତ୍ରରେ ଆତ୍ମସନ୍ତୋଷ ଠିକ୍ ନୁହେଁ। ବିପଦ ଏବେ ବି ଟଳିନାହିଁ। ଏଣୁ ବାହାରକୁ ଗଲେ ମାସ୍କ ନିଶ୍ଚୟ ପିନ୍ଧିବା। ବେକରେ ଝୁଲାଇକରି ନୁହେଁ, ଠିକ୍ ଭାବରେ ପାଟି ଓ ନାକକୁ ଘୋଡାଇ ରଖି ପିନ୍ଧିବା। ଘରକୁ ଫେରିଲେ ସାବୁନରେ ଭଲ କରି ହାତ ଧୋଇବା। ମୁହଁ, ନାକ ଓ ଆଖିରେ ବାରମ୍ବାର ହାତ ମାରିବା ନାହିଁ। ସାମାଜିକ ଦୂରତ୍ବ ରକ୍ଷା କରି ହାଟ ବଜାର ଆଦି … Continue reading କରୋନା ବିପଦ ଟଳିନି: ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ