ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯାଉଛି କରୋନା ଟିକା

ପୁରୀ: କୋଭିଡ ସଂକ୍ରମଣକୁ ଏଡ଼ାଇବା ପାଇଁ ଆଜିଠାରୁ ଆରମ୍ଭ ହେଲା ସେବାୟତଙ୍କ ଟିକାକରଣ କାର୍ଯ୍ୟକ୍ରମ। ଟିକାଦାନର ସମୟ ରହିଛି ପ୍ରତିଦିନ ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ। ଲୋକନାଥ ରୋଡର ପ୍ରତିହାରୀ ନିଯୋଗ ବୈଠକ ହଲରେ ଭ୍ୟାକ୍ସିନେସନ କ୍ୟାମ୍ପ କରାଯାଇଛି। ୬୦ ବର୍ଷରୁ ଅଧିକ ସେବାୟତମାନେ ପରିଚୟ ପତ୍ର ଦେଖାଇ ଟିକା ନେଉଛନ୍ତି। ୪୫ ବର୍ଷରୁ ୫୯ ବର୍ଷ ମଧ୍ୟରେ ରହିଥିବା ସେବାୟତଙ୍କୁ ଟିକାକରଣ କରାଯାଉଛି। ୨ଟି କାଟାଗୋରୀରେ କେବଳ … Continue reading ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯାଉଛି କରୋନା ଟିକା