କୋଭିଡ କଟକଣା ମଧ୍ୟରେ ହେବ ପିପିଲି ଉପନିର୍ବାଚନ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ନେଇ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀ କରି ବିସ୍ତୃତ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ କୋଭିଡ ଗାଇଡଲାଇନ ମାନି ଭୋଟ ଗ୍ରହଣ କରାଯିବ। ସେହିପରି କୋଭିଡ କଟକଣା ମଧ୍ୟରେ ପିପିଲି ଉପନିର୍ବାଚନ ହେବାକୁ ଥିବାବେଳେ ସମସ୍ତେ ମାସ୍କ ପିନ୍ଧିବାକୁ ନିୟମ କରାଯାଇଛି। ସେହିପରି ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ପୋଷ୍ଟାଲ ବ୍ୟାଲଟରେ ଭୋଟ ଦେଇପାରିବେ। ଦିବ୍ୟାଙ୍ଗ ଓ କରୋନା … Continue reading କୋଭିଡ କଟକଣା ମଧ୍ୟରେ ହେବ ପିପିଲି ଉପନିର୍ବାଚନ