ବିଜେପିରେ ଯୋଗ ଦେବା ପରେ ମଧ୍ୟ ମିଥୁନଙ୍କୁ ମିଳିଲାନି ଟିକେଟ

କୋଲକାତା: ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେବାର କିଛି ଦିନ ପରେ ଗତକାଲି ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ କୋଲକାତାର ଭୋଟର ଭାବେ ତାଙ୍କର ନାମ ପଞ୍ଜୀକରଣ କରିଥିଲେ। ପୂର୍ବରୁ ମୁମ୍ବାଇର ଭୋଟର ଥିବା ଏହି ଅଭିନେତା ନିଜକୁ କାଶୀପୁର- ବେଲଗାଛିଆର ଭୋଟର ଭାବରେ ପଞ୍ଜୀକୃତ କରିଥିଲେ। ଭୋଟର ଭାବେ ନାମ ପଞ୍ଜୀକରଣ କରିବା ପରେ ଅଭିନେତା ମିଥୁନ୍‌ ବିଜେପି ପ୍ରାର୍ଥୀଭାବେ ନିର୍ବାଚନ ଲଢ଼ିବେ ବୋଲି ଆଲୋଚନା ଜୋର ଧରିଥିଲା। … Continue reading ବିଜେପିରେ ଯୋଗ ଦେବା ପରେ ମଧ୍ୟ ମିଥୁନଙ୍କୁ ମିଳିଲାନି ଟିକେଟ