ଟିଟିପିଏସ‌ ବନ୍ଦ ପ୍ରସଙ୍ଗ : ମୁଖ୍ୟମନ୍ତ୍ରୀଙ୍କ ପରେ ଧର୍ମେନ୍ଦ୍ର ଲେଖିଲେ ଚିଠି

ତୃତୀୟ ପର୍ଯ୍ୟାୟ ସଂପ୍ରସାରଣ ତ୍ବରାନ୍ବିତ ହେବ-କେନ୍ଦ୍ରର ପ୍ରତିଶୃତି ଭୁବନେଶ୍ୱର : ତାଳଚେର ତାପଜ ବିଦ୍ୟୁତ୍ କେନ୍ଦ୍ର(ଟିଟିପିଏସ)କୁ ବନ୍ଦ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବେଗ ପ୍ରକାଶ କରି ଗତକାଲି କେନ୍ଦ୍ର ବିଦ୍ୟୁତ ଓ ଅକ୍ଷୟ ଶକ୍ତି ମନ୍ତ୍ରୀ ରାଓ ଇନ୍ଦରଜିତ ସିଂହଙ୍କୁ ଚିଠି ଲେଖି ତାଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିଲେ। ଆଜି କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ପ୍ରସଙ୍ଗରେ ଶ୍ରୀ ସିଂହଙ୍କୁ ଚିଠି ଲେଖିଛନ୍ତି ଓ … Continue reading ଟିଟିପିଏସ‌ ବନ୍ଦ ପ୍ରସଙ୍ଗ : ମୁଖ୍ୟମନ୍ତ୍ରୀଙ୍କ ପରେ ଧର୍ମେନ୍ଦ୍ର ଲେଖିଲେ ଚିଠି