ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍: ଆସାମ, ପଶ୍ଚିମବଙ୍ଗରେ ସୁରକ୍ଷା କଡ଼ାକଡ଼ି

ନୂଆଦିଲ୍ଲୀ : ଆଜି ପଶ୍ଚିମବଙ୍ଗ ଏବଂ ଆସାମରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ। ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟରେ ୩୦ ଆସନରେ ଭୋଟ୍‌ ଗ୍ରହଣ ହେବ। ଚଳିତ ନିର୍ବାଚନରେ ପଶ୍ଚିମବଙ୍ଗରେ ମୋଟ୍‌ ୭.୩୨ କୋଟି ଭୋଟର ୧,୦୧,୯୧୬ ନିର୍ବା‌ଚନୀ ବୁଥ୍‌ରେ ଭୋଟ୍‌ ଦେବେ। ତେବେ ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟରେ ୭୩ ଲକ୍ଷରୁ ଅଧିକ ଭୋଟର ୧୯୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ନିର୍ବାଚନ ଥିବା ଜିଲ୍ଲାମାନଙ୍କରେ ୬୮୪ କମ୍ପାନି କେନ୍ଦ୍ରୀୟ ବାହିନୀ … Continue reading ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍: ଆସାମ, ପଶ୍ଚିମବଙ୍ଗରେ ସୁରକ୍ଷା କଡ଼ାକଡ଼ି