ନବୀନ ନିବାସକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେଲେ ରୁଦ୍ର

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀଙ୍କୁ ପିପିଲି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଭେଟିଛନ୍ତି। ପିପିଲି ମୈଦାନକୁ ଓହ୍ଲାଇବା ପୂର୍ବରୁ ନବୀନ ନିବାସକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେଇଛନ୍ତି ରୁଦ୍ର। ଏହାସହ ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି ରୁଦ୍ର ପ୍ରତାପ। ପ୍ରାର୍ଥୀ ଘୋଷଣା ହେବା ପରେ ଆଜି ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ରୁଦ୍ର। ଭଉଣୀ ପଲ୍ଲବୀ ଓ ଭିଣୋଇ ଅର୍ଧେନ୍ଦୁଙ୍କ ସହ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ରୁଦ୍ର ପ୍ରତାପ … Continue reading ନବୀନ ନିବାସକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେଲେ ରୁଦ୍ର