ରାଜ୍ୟରେ ନୂଆ ୨୦୮ କରୋନା ପଜିଟିଭ୍ ଚିହ୍ନଟ: ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୬

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୬୯୧ଜଣ ଓ ଏବେ ବି ସକ୍ରିୟ … Continue reading ରାଜ୍ୟରେ ନୂଆ ୨୦୮ କରୋନା ପଜିଟିଭ୍ ଚିହ୍ନଟ: ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୬