ମଦ ଦୋକାନ ଲଟେରି ପ୍ରସଙ୍ଗ : ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା

ରାୟ ଆସିବା ପରେ ଦାବି କରିପାରିବେନି ଲଟେରି ବିଜେତା ଭୁବନେଶ୍ୱର : ରାଜ୍ୟରେ ମଦ ବ୍ୟବସାୟକୁ ବ୍ୟବସ୍ଥିତ କରିବା ଉଦ୍ଦେଶ୍ୟରେ ହୋଇଥିବା ଲଟେରି ବ୍ୟବସ୍ଥାକୁ ଝଟ୍‌କା ଲାଗିଛି। ସରକାର ଲଟେରି ବ୍ୟବସ୍ଥାରେ ନୂଆ ବ୍ୟବସାୟୀଙ୍କୁ ଚିହ୍ନଟ କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ପରେ ମଦ ବ୍ୟବସାୟୀ ସଂଘ ସୁପ୍ରିମକୋର୍ଟ ଯାଇଥିଲା। ଆବେଦନର ବିଚାର କରି ସୁପ୍ରିମକୋର୍ଟ ଆଦେଶ ଦେଇଛନ୍ତି କି ଏହି ଆବେଦନର ରାୟ ଆବେଦନକାରୀଙ୍କ ସପକ୍ଷରେ ଗଲେ … Continue reading ମଦ ଦୋକାନ ଲଟେରି ପ୍ରସଙ୍ଗ : ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା