ଦୁଇଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି

ବିମାନବନ୍ଦରରେ ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଶୁକ୍ରବାର ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ଉପରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ। ସେଠାରୁ ଏମ. ଭେଙ୍କେୟା ନାଇଡୁ ସିଧାସଳଖ ରାଜଭବନ ଯାଇଛନ୍ତି। ରାଜଭବନ ସେ ମଧ୍ୟାହ୍ନ ଭୋଜନ କରିବେ ବୋଲି ଜଣାଯାଇଛି। ଅପରାହ୍ଣ ୪ଟା ୪୫ରେ … Continue reading ଦୁଇଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି