ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୮୮ ନୂଆ କରୋନା ପଜିଟିଭ୍ ଚିହ୍ନଟ: ଖୋର୍ଦ୍ଧାରେ ସର୍ବାଧିକ ୧୦୫

ଭୁବନେଶ୍ବର: ଦିନକୁ ଦିନ ଓଡ଼ିଶାରେ ପୁଣି ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତକାଲି ନୂତନ କୋଭିଡ ପଜିଟିଭଙ୍କ ସଂଖ୍ୟା ୫୭୩କୁ ବଢ଼ିଥିବା ବେଳେ ଆଜି ୫୮୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୨ ଜଣ କ୍ଵାରାଣ୍ଟିନରେ ଥିବାବେଳେ ୨୪୬ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ ଆଜି ଅନୁଗୁଳରେ ୫ ଜଣ,ବାଲେଶ୍ୱରରେ ୧୩ ଜଣ, ବରଗଡ଼ରେ ୨୧ ଜଣ, … Continue reading ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୮୮ ନୂଆ କରୋନା ପଜିଟିଭ୍ ଚିହ୍ନଟ: ଖୋର୍ଦ୍ଧାରେ ସର୍ବାଧିକ ୧୦୫