ଦ୍ୱିତୀୟ ଡୋଜ୍‌ କୋଭିଡ୍‌-୧୯ ଟିକା ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଥମ ଡୋଜ୍‌ ନେବାର ୩୭ ଦିନ ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଭିଡ୍‌-୧୯ ଟିକାର ଦ୍ୱିତୀୟ ଡୋଜ୍‌ ନେଇଛନ୍ତି। ଟିକା ନେବା ସମୟର ଏକ ଫଟୋ ସେୟାର୍‌ କରିବା ସହ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଆଜି ‘ଏମ୍‌ସ୍‌’ରେ କୋଭିଡ୍‌-୧୯ ଟିକାର ଦ୍ୱିତୀୟ ଡୋଜ୍‌ ନେଲି। ଭୂତାଣୁକୁ ପରାହତ କରିବା ଲାଗି ଥିବା ସ୍ୱଳ୍ପ କେତୋଟି ଉପାୟ ମଧ୍ୟରୁ ଟିକାକରଣ ଅନ୍ୟତମ। ଆପଣ ଯଦି ଟିକା ନେବାକୁ … Continue reading ଦ୍ୱିତୀୟ ଡୋଜ୍‌ କୋଭିଡ୍‌-୧୯ ଟିକା ନେଲେ ପ୍ରଧାନମନ୍ତ୍ରୀ