ଶୁଖି ଆସୁଥିବା ପୋଖରୀରୁ ମହିଳାଙ୍କ କଙ୍କାଳ ଉଦ୍ଧାର, ହତ୍ୟା ସନ୍ଦେହ

ଯାଜପୁର: ଆଜି ସକାଳେ ଯାଜପୁର ସଦର ଥାନା ଅଞ୍ଚଳର ଜାହାନପୁର ପଞ୍ଚାୟତ ଅନ୍ତର୍ଗତ କପିଳେଶ୍ୱର ଗ୍ରାମର ଶୁଖି ଆସୁଥିବା ଏକ ପୋଖରୀରୁ ଜଣେ ମହିଳାଙ୍କ କଙ୍କାଳ ଦିଶୁଥିବା ଗଳିତ ଶବ ଉଦ୍ଧାର ହୋଇଛି। ସ୍ଥାନୀୟ ବାସିନ୍ଦା ରାସ୍ତାକଡ଼ରେ ଥିବା ଉକ୍ତ ପୋଖରୀରେ କଙ୍କାଳଟି ପଡ଼ିଥିବା ଦେଖିବା ପରେ ଘଟଣାଟି ଲୋକଲୋଚନକୁ ଆସିଛି। ମହିଳାଙ୍କ କଙ୍କାଳରେ ଓଢ଼ଣିଟିଏ ବନ୍ଧା ହୋଇଛି। ତାଙ୍କର ବୟସ ପ୍ରାୟ ୩୦ କିମ୍ବା ୩୫ ମଧ୍ୟରେ ହେବ … Continue reading ଶୁଖି ଆସୁଥିବା ପୋଖରୀରୁ ମହିଳାଙ୍କ କଙ୍କାଳ ଉଦ୍ଧାର, ହତ୍ୟା ସନ୍ଦେହ