ଆଜି ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଏବର୍ଷ ସମସ୍ତଙ୍କର ଆଶା ଆକାଙ୍‌କ୍ଷା ପୂରଣ ହେଉ ବୋଲି ପ୍ରାର୍ଥନା କରିଛନ୍ତି। ଉଭୟ ଇଂରାଜୀ ଏବଂ ଓଡ଼ିଆ ଭାଷାରେ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ବା ପଣାସଂକ୍ରାନ୍ତି ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭକାମନା। ନୂଆବର୍ଷରେ ଆପଣମାନଙ୍କର ସମସ୍ତ ମନସ୍କାମନା ପୂର୍ଣ୍ଣ ହେଉ, … Continue reading ଆଜି ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ