କରୋନା ସଂକ୍ରମଣ ରୋକିବାକୁ ବଡ଼ ନିଷ୍ପତ୍ତି : ୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ

ଭୁବନେଶ୍ବର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ କଟକଣା ଲାଗୁ କରିଛନ୍ତି। ବି‌ଶେଷ କରି ପଡ଼ୋଶୀ ଛତିଶଗଡ ରାଜ୍ୟର ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡିକରେ କଟକଣାକୁ କଡାକଡି କରାଯାଇଛି। କରୋନାର ଦ୍ରୁତ ସଂକ୍ରମଣକୁ ରୋକିବାକୁ ୧୦ ସୀମାନ୍ତବର୍ତ୍ତୀ ଜିଲ୍ଲାର ସହରାଞ୍ଚଳକୁ ସଟଡାଉନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଝାରସୁଗୁଡା, ସୁନ୍ଦରଗଡ, ବରଗଡ, ସମ୍ବଲପୁର, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ ରହିବ। ଅର୍ଥାତ … Continue reading କରୋନା ସଂକ୍ରମଣ ରୋକିବାକୁ ବଡ଼ ନିଷ୍ପତ୍ତି : ୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ