ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୩୪ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ତିନି ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ୩୧୦୮ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୧୮୦୬ ଓ ସ୍ଥାନୀୟ ଅଞ୍ଚଳରୁ ୧୩୦୨ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୩୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୨୩ଜଣ ସଂକ୍ରମିତ … Continue reading ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୩୪ ସଂକ୍ରମିତ