ଦିଲ୍ଲୀରେ ଦ୍ରୁତ କୋଭିଡ୍‌ ସଂକ୍ରମଣ ବୃଦ୍ଧି: ଆଜି କ୍ୟାବିନେଟ୍‌ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ୍

ନୂଆଦିଲ୍ଲୀ: ଜାତୀୟ ରାଜଧାନୀରେ କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତ ବିସ୍ତାର କରୁଥିବାରୁ ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ୍‌ କ୍ୟାବିନେଟ୍‌ ବୈଠକ ଡକାଇଛନ୍ତି। ଅନ୍ୟାନ୍ୟ ମନ୍ତ୍ରୀଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିବେ। ସୂଚନାଯୋଗ୍ୟ, ଶନିବାର ସନ୍ଧ୍ୟା ସୁଦ୍ଧା ଶେଷ ହୋଇଥିବା ୨୪ଘଣ୍ଟା ମଧ୍ୟରେ ଜାତୀୟ ରାଜଧାନୀରେ ୨୪,୦୦୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଗତକାଲି ଦିଲ୍ଲୀ ସରକାର ଅମ୍ଳଜାନ ଓ କୋଭିଡ୍‌-୧୯ ଆକ୍ରାନ୍ତଙ୍କୁ ଦିଆଯାଉଥିବା … Continue reading ଦିଲ୍ଲୀରେ ଦ୍ରୁତ କୋଭିଡ୍‌ ସଂକ୍ରମଣ ବୃଦ୍ଧି: ଆଜି କ୍ୟାବିନେଟ୍‌ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ୍