ପୁଣି ରାଜ୍ୟରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ : ଗତ ୨୪ ଘଣ୍ଟାରେ ୪୮୫୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ପୁଣି ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନାର ଦୈନିକ ସଂକ୍ରମଣ। ଗୋଟିଏ ଦିନରେ ୪ ହଜାର ୮୫୧ ନୂଆ ମାମଲା ଚିହ୍ନଟ ହୋଇଛି। ଏହା ପୂର୍ବବର୍ତ୍ତୀ ୨୪ ଘଣ୍ଟାରେ ୪ ହଜାର ୭୬୧ ନୂଆ ମାମଲା ସାମ୍ନାକୁ ଆସିଥିଲା। ଯାହା ଗତ ସେପ୍ଟେମ୍ବରରେ ଦେଖାଦେଇଥିବା କରୋନାର ସର୍ବାଧିକ ସଂକ୍ରମଣକୁ ଟପି ଯାଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୪୮୫୧ ଜଣ ନୂଆ କରୋନା ସଂକ୍ରମିତଙ୍କ ମଧ୍ୟରୁ ସ୍ଥାନୀୟ ମାମଲା … Continue reading ପୁଣି ରାଜ୍ୟରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ : ଗତ ୨୪ ଘଣ୍ଟାରେ ୪୮୫୧ କରୋନା ପଜିଟିଭ ଚିହ୍ନଟ